May 26, 2022

ଦଳ ବିରୋଧୀ କାର୍ଯ୍ୟ ଯୋଗୁଁ ବିଜେଡି ର ଦୁଇ ପୂର୍ବତନ କାଉନସିଲର ନିଲମ୍ବିତ

1 min read


କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ସସ୍‌ପେଣ୍ଡ ହେଲେ କନ୍ଧମାଳ ଜିଲ୍ଲା ଫୁଲବାଣୀ ମ୍ୟୁନିସିପାଲର ୱାର୍ଡ ନ -୦୩ର ପୂର୍ବତନ କାଉନସିଲର ଭାଗବତ ବେହେରା ଏବଂ ୧୦ ନମ୍ବର ୱାର୍ଡର ପୂର୍ବତନ କାଉନସିଲର ଶ୍ରୀବଚ୍ଛ ବେହେରା ବିଜୁ ଜନତା ଦଳରୁ ନିଲମ୍ବିତ ହୋଇଛନ୍ତି । ଦଳ ବିରୋଧୀ କାର୍ଯ୍ୟ କରିଥିବା ମହଙ୍ଗା ପଡ଼ିଛି । ଏନେଇ କନ୍ଧମାଳ ଜିଲ୍ଲା ବିଜୁ ଜନତା ଦଳର ସଭାପତି ଶ୍ରୀ ସରୋଜ କର୍ଣ୍ଣ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି ।

Leave a Reply

Your email address will not be published.

Copyright © All rights reserved. | Newsphere by AF themes.